ବୁଧବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 22, 2020 IST

ମେଷ – ଦୀର୍ଘଦିନରୁ ଅଟକି ରହିଥିବା କାମକୁପୁରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ପରିଜନଙ୍କ ସହିତ ବିଳାସ ଓ ପ୍ରାଚୁର‌୍ୟ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର‌୍ୟ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ବର୍ତ୍ତମାନର ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିପାରେ । ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର‌୍ୟ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - କର୍ମକ୍ଷେତ୍ରରେ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର‌୍ୟ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ । ଗୁରୁଜନଙ୍କ ପରାମର୍ଶରେ ସତ୍ ସଙ୍ଗ ଓ ଧର୍ମଚର୍ଚ୍ଛା ଦିଗକୁ ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ପରୋକ୍ଷଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ । ସମସ୍ୟା ଲାଗି ରହିବା କାରଣରୁ ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାରର ସମସ୍ୟାକୁ ଡାକି ଆଣି ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – କୌଣସି ନୂତନ କାମର ଯୋଜନା କରି ସଫଳତା ହାସଲ କରିବେ । ବନ୍ଧୁଙ୍କ ସହ ଆଲୋଚନା,ଖେଳ, ମଉଜ ମଜଲିସ୍ ରେ ସମୟ କଟାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର‌୍ୟ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଆଜି ଏକ ଭିନ୍ନ ପରିସ୍ଥିତିରେ ବାନ୍ଧବୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର‌୍ୟ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – କୌଣସି ବନ୍ଧୁଙ୍କ କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ । ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର‌୍ୟ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଖୁବ୍ କମ୍ ସମୟ ମଧ୍ୟରେ କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟସ୍ଥତା ଦୂର ହୋଇଯିବ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର‌୍ୟ୍ୟବାନ୍ ହେବେ ।

ଧନୁ – ଆଜି ହଠାତ୍ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମକର – ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ସାଧାରଣ କଥାରୁ ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ - ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ମନ ଭଲ ରହି ନ ପାରେ । ଶିଳ୍ପ, ବାନୀଜ୍ୟ ଏବଂ କଳା, ସାହିତ୍ୟରେ ଉନ୍ନତି କରି ଖୁସୀ ମନାଇ ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର‌୍ୟ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଧର‌୍ୟ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପାରିବାରିକ କାର‌୍ୟ୍ୟରେ ବ୍ୟସ୍ତ ରହିବେ ।

ମୀନ - ବାରମ୍ବାର ଚେଷ୍ଟା କରି ମଧ୍ୟ କାର‌୍ୟ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ । ଆଜି ଦିନଟିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.