Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଛେଳି ଚୋରି କରିବାକୁ ଆସି ଖାଇଲେ ଉତ୍ତମ-ମଧ୍ୟମ, ଟ୍ରାଫିକ ପୋଷ୍ଟ ନିକଟରେ ବାନ୍ଧି ମାଡ଼ ମାରିଲେ ଗ୍ରାମବାସୀ

13/10/2020 at 10:40 AM

ପାଟଣା ୧୩।୧୦: ଛେଳିଚୋରକୁ ନିସ୍ତୁକ ମାଡ଼ । ଟ୍ରାଫିକ ପୋଷ୍ଟରେ ବାନ୍ଧି ମାଡ଼ ମାରିଛନ୍ତି ପୋଲିସ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଘଟିଛି ଘଟଣା ।  

ସୋମବାର ଦିନ ବିଳମ୍ବିତ ରାତିରେ ତୁରୁମୁଙ୍ଗା ଥାନା କାଶୀପୁର ଗାଁରୁ ଛେଳି ଚୋରାଇବାକୁ ଉଦ୍ୟମ କରୁଥିଲେ । ଠିକ୍ ଏହି ସମୟରେ କେନ୍ଦେଇପଶି ଗାଁର ଟ୍ରାଫିକ୍ ପୋଷ୍ଟରେ ୨ ଜଣ ଛେଳିଚୋରଙ୍କୁ ବାନ୍ଧି ନିର୍ଧୂମ ଛେଚିଛନ୍ତି ଗ୍ରାମବାସୀ ।  ଏହାପୂର୍ବରୁ ଏ ଅଞ୍ଚଳରେ ଅନେକ ଲୋକଙ୍କ  ଛେଳିଚୋରୀ ହୋଇଛି। ଛେଳି ଚୋରଙ୍କର ସାଙ୍ଗରେ ଥିବା ଅନ୍ୟ ଦୁଇ ଜଣ ଫେରାର ହୋଇଯାଇଛନ୍ତି । ସକାଳ ୬ଟାରୁ ଏପରି ଘଟଣା ଘଟିଥିଲେ ହେଁ ଏ ଯାଏ ଘଟଣାସ୍ଥଳରେ ପହଞ୍ଚିନି ପୋଲିସ ।

   Related Posts