Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଶୃଂଖଳିତ ରଥଯାତ୍ରା ନେଇ ସମୀକ୍ଷା ବୈଠକ

5/06/2018 at 7:30 AM

ରଥଯାତ୍ରା ସୁରକ୍ଷା ଚିନ୍ତା । ଶୃଂଖଳିତ ରଥଯାତ୍ରା ନେଇ ସମୀକ୍ଷା ବୈଠକ । ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ବୈଠକ ବସିଛି । ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ବୈଠକରେ ଶୃଂଖଳିତ ରଥଯାତ୍ରା ନେଇ ଆଲେ।ଚନା କରାଯାଉଛି । ବୈଠକରେ ଗୁଇନ୍ଦା ବିଭାଗ, NDRF, CRPF, RPFର ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ବୈଠକ ବସିଛି |

Leave a Reply

   Related Posts