Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ପାତାଳୀ ଶ୍ରୀକ୍ଷେତ୍ରରେ ଗଡିଲାନି ରଥ, କେବଳ ନୀତିକାନ୍ତିରେ ରହିଲା ସୀମିତ

12/07/2021 at 4:27 PM

ସୋନପୁର ୧୨।୭: ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଲୀଳା କ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ରରେ ଗଡିଲାନି ରଥ । କରୋନା କଟକଣାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରା ବନ୍ଦ ହୋଇଛି ।  ପାତାଳୀ ଶ୍ରୀକ୍ଷେତ୍ରରେ କେବଳ ବିଧି ରକ୍ଷା ନିମନ୍ତେ ନିତୀକାନ୍ତି କରାଯାଇଛି ।

ବିନା ଭକ୍ତରେ ସୀମିତ ପୂଜକରେ ମହାପ୍ରଭୁଙ୍କୁ ବାହାର କରାଯିବା ସହ ମଣ୍ଡପରେ ସ୍ଥାପନ କରାଯାଇଥିଲା । ସେଠାରେ ଅସ୍ଥାୟୀଭାବେ ମାଉସୀ ମନ୍ଦିର କରି ମହାପ୍ରଭୁଙ୍କୁ ରଖାଯାଇଛି ।  ଭକ୍ତ ବିନା ଛଳିଆ ପାହାଡ ଖାଁ ଖାଁ ଲାଗୁଛି ।

                                                                                                                   

   Related Posts