Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କରୋନା ସଂକ୍ରମିତ ହୋଇଛନ୍ତି RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଟ୍ୱିଟରରେ ଦେଲେ ସୂଚନା

25/10/2020 at 7:26 PM

ମୁମ୍ବାଇ ୨୫।୧୦: କୋଭିଡ-୧୯ରେ ଆକ୍ରାନ୍ତ ହୋଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ( ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ ନିଜେ ଟ୍ୱିଟ୍‌ ହ୍ୟାଣ୍ଡଲରେ ଏ ନେଇ ସୂଚିତ କରିଛନ୍ତି। ଏଥିରେ ସେ କରୋନା ଭାଇରସ୍ ପଜିଟିଭ ଚିହ୍ନଟ ହୋଇଥିବା ଉଲ୍ଲେଖ କରିଛନ୍ତି। ତେବେ ତାଙ୍କଠାରେ କୌଣସି ଲକ୍ଷଣ ନଥିବା ଜଣାଇଛନ୍ତି। ଏଣୁ ସେ କୌଣସି ଅସୁସ୍ଥତା ଅନୁଭବ କରୁନଥିବା ଜାଣାଇଛନ୍ତି। ହେଲେ ଏହି ସମୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସାବଧନତା ଅବଲମ୍ବନ କରିବାକୁ ଦାସ କହିଛନ୍ତି।  

ତେବେ କୋଭିଡ ଆକ୍ରାନ୍ତ ହୋଇଥିବା ଯୋଗୁ ଆରବିଆଇଙ୍କ କାମରେ କୌଣସି ବାଧା ଉପୁଜିବ ନାହିଁ ବୋଲି ଦାସ ଉଲ୍ଲେଖ କରିଛନ୍ତି। ସେ ଏବେ ଆଇସୋଲେସନରେ କିଛି ଦିନ ପର୍ଯ୍ୟନ୍ତ କାମ କରିବେ ବୋଲି କହିଛନ୍ତି। ଏହି ସମୟରେ ସେ ସମସ୍ତ ଡେପୁଟି ଗଭର୍ଣ୍ଣର ଓ ଅନ୍ୟ ଅଧିକାରୀଙ୍କ ସହ ଭିଡିଓ କନଫରେନସିଂରେ ଓ ଟେଲିଫୋନ ଯୋଗାଯୋଗରେ ରହିବେ। ଏଣୁ ଆରବିଆଇ କାମରେ କୌଣସି ପ୍ରକାର ବ୍ୟାଘାତ ଉପୁଜିବନି ବୋଲି ସେ ଲେଖିଛନ୍ତି।

   Related Posts