Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ଉଦ୍ୟୋଗ ଚାମ୍ବର୍ସ ଓ ସଂଘର ପ୍ରତିନିଧମାନଙ୍କୁ ଭେଟିବେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

17/01/2019 at 9:01 AM

ନୂଆଦିଲ୍ଲୀ ୧୭|୧: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଆଜି ଉଦ୍ୟୋଗ ଜଗତର ପ୍ରତିନଧିତ୍ବ କରୁଥିବା ଚାମ୍ବର୍ସ ଓ ସଂଘର ପ୍ରତିନିଧମାନଙ୍କୁ ଭେଟିବେ । କେନ୍ଦ୍ରୀୟ ବ୍ୟାଙ୍କର ଗଭର୍ନର ହେବା ପରେ ସେ ରାଷ୍ଟ୍ରୟତ୍ତ, ଘରୋଇ ବ୍ୟାଙ୍କ, ଅଣବ୍ୟାଙ୍କିଙ୍ଗ, ଆର୍ଥିକ ସଂସ୍ଥା ତଥା ଏମ୍ଏସ୍ ଏମଇ ପ୍ରତିନିଧି ମାନଙ୍କୁ ଭେଟି ସାରିଛନ୍ତି । ଡ. ଉର୍ଜିତ ପଟେଲ ରିଜର୍ଭ ବ୍ୟାଙ୍କର ଗଭର୍ନର ଥିବାବେଳେ ବ୍ୟାଙ୍କିଙ୍ଗ ଉଦ୍ୟାଗ ପ୍ରତିନିଧ ତଥା ସରକାରୀ ଅଧିକାରୀଙ୍କୁ ଭେଟୁନଥିଲେ ବୋଲି ଅଭିଯୋଗ ହେଉଥିଲା ।

   Related Posts