Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରବାଟୀରେ ହେବନି ଭାରତ-ଓ୍ଵେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ୍, ଦର୍ଶକ ନିରାଶ
  • ||
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||

ଆଜିଠାରୁ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟିର ୫ମ ବୈଠକ ଆରମ୍ଭ ହେବ

3/12/2018 at 10:03 AM

ନୂଆଦିଲ୍ଲୀ ୦୩|୧୨: ମୁଦ୍ରାନୀତି ସମୀକ୍ଷା ପାଇଁ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟିର ୫ମ ବୈଠକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ତେବେ ତିନିଦିନ ଧରି ଚାଲିବାକୁ ଥିବା ଏହି ବୈଠକ ଉପରେ ବୁଧବାର ରିଜର୍ଭ ବ୍ୟାଙ୍କ ଚୁଡାନ୍ତ ନିଷ୍ପତ୍ତି ଗ୍ରହଣ କରିବ । ଆର୍ଥକ ଅଭିବୃଦ୍ଧି ଏବଂ ମୁଦ୍ରାସ୍ପୀତ ସ୍ବାଭାବିକ ହେବା ସତ୍ତ୍ବେ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହି ବୈଠକରେ ସୁଦ୍ଧହାର ଅପରିବର୍ତ୍ତିତ ରଖିପାରେ ବୋଲି ବିଶେଷଜ୍ଞ ମାନେ ଆକଳନ କରିଛନ୍ତି । ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କ ଅଧ୍ୟକ୍ଷତାରେ କମିଟିରି ୬ ଜଣ ସଦସ୍ୟଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ ।

   Related Posts