Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଗ୍ରାହକଙ୍କୁ ଝଟକା, ରେପୋ ରେଟ୍ ଓ ରିଭର୍ସ ରେପୋ ରେଟ୍ ଅପରିବର୍ତ୍ତିତ

8/12/2021 at 11:07 AM

ନୂଆଦିଲ୍ଲୀ ୦୮/୧୨: ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି ସମୀକ୍ଷା । ୪ ପ୍ରତଶତ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ସେହିଭଳି ୩.୩୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରିଭର୍ସ ରେପୋରେଟ୍ । କୋଭିଡ କାରଣରୁ ଆକୋମୋଡେଟିଭ୍ ଷ୍ଟାନ୍ସ ଉପରେ ଗୁରୁତ୍ୱ ଦିଆଯାଇଛି । ପ୍ରେସମିଟରେ ସୂଚନା ଦେଇଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ।

ତେବେ, ବର୍ତ୍ତମାନର ପରିସ୍ଥିତିରେ, ବଜାର ବିଶେଷଜ୍ଞମାନେ ଆଶା କରିଥିଲେ ଯେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଗତଥର ଭଳି ନୀତି ହାରରେ ପରିବର୍ତ୍ତନ କରିବେ ନାହିଁ । ରିଜର୍ଭ ବ୍ୟାଙ୍କର ଏମପିସିର ଏହା ହେଉଛି କ୍ରମାଗତ ଦଶମ ବୈଠକ, ଯେଉଁଥିରେ ନୀତି ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ । ମେ ୨୦୨୦ ବୈଠକରେ ଆରବିଆଇ ରେପୋ ରେଟ୍ ହଟାଇ ୪ ପ୍ରତିଶତ ରଖିଥିଲା । ଯାହାକି ଗତ ୨୧ ବର୍ଷ ମଧ୍ୟରେ ଥିଲା ସର୍ବନିମ୍ନ ସ୍ତର ।

   Related Posts