Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଖେଳରତ୍ନ ଦୌଡ଼ରେ ଓଡ଼ିଶାର ପ୍ରମୋଦ ଭଗତ, ୧୧ ନାମ ସୁପାରିଶ କଲା ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି

27/10/2021 at 6:18 PM

ନୂଆଦିଲ୍ଲୀ, ୨୭/୧୦: ଖେଳରତ୍ନ ଏବଂ ଅର୍ଜୁନ ପରୁସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ସୁପାରିଶ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, ନୀରଜ ଚୋପ୍ରାଙ୍କ ନାମ ମଧ୍ୟ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି ।

ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି ।

   Related Posts