Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ରେମୁଣା ବିଧାୟକଙ୍କୁ କରୋନା

14/07/2020 at 4:36 PM

ରେମୁଣା୧୪/୭: ବାଲେଶ୍ବର ରେମୁଣା ବିଧାୟକ କରୋନା ପଜିଟିଭ୍ ଚିହ୍ନଟ। ମିଳିଥିବା ସୂଚନା ମୁତାବକ, ସେ ୭ ଦିନ ହୋମ୍ କ୍ବାରେଣ୍ଟାଇନ୍‌ରେ ଥିଲେ। ମଙ୍ଗଳବାର ସ୍ବାବ୍‌ ଟେଷ୍ଟ୍ ହେବା ତାଙ୍କର କରୋନା ପଜିଟିଭ୍ ବାହାରିଛି। ଏହା ପୂର୍ବରୁ ନୀଳଗିରି ବିଧାୟକଙ୍କର ମଧ୍ୟ କରୋନା ପଜିଟିଭ୍ ବାହାରିଥିଲା। କିନ୍ତୁ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି। ସେହିପରି ସାଲେପୁର ବିଧାୟକଙ୍କର ମଧ୍ୟ କରୋନା ପଜିଟିଭ୍ ବାହାରିଥିଲା। ସେ ମଧ୍ୟ ବର୍ତ୍ତମାନ ସୁସ୍ଥ ଅଛନ୍ତି। ସେମାନଙ୍କ ପରେ ଏବେ ରେମୁଣା ବିଧାୟକଙ୍କ ପାଳି ପଡିଛି।

   Related Posts