Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଟ୍ରାଫିକ୍‌ ଡିସିପିଙ୍କୁ ରିପୋର୍ଟ ତଲବ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

13/02/2020 at 1:45 PM

ଭୁବନେଶ୍ବର  ୧୩।୦୨ – ଟ୍ରାଫିକ୍ ଜାମରେ ଶିଶୁ ମୃତ୍ୟୁ ଘଟଣା ।କମିସନରେଟ୍ ପୋଲିସ୍ ଟ୍ରାଫିକ୍ ଡିସିପିଙ୍କୁ ଆକ୍ସନ ରିପୋର୍ଟ ତଲବ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ।

ଜଣେ ଗୁରୁତର ଶିଶୁକୁ ସ୍ଥାନାନ୍ତର କରିବା ସମୟରେ  କ’ଣ ପାଇଁ ଯୋଗାଇ ଦିଆଯାଇ ପାରିଲା ନାହିଁ ପର୍ଯ୍ୟାପ୍ତ ସୁରକ୍ଷା ସେ ବିଷୟରେ ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 ଏହା ସହ ଏହ ଅଘଟଣ ପାଇଁ କ୍ୟାପିଟାଲ ହସପିଟାଲକୁ ମଧ୍ୟ ରିପୋର୍ଟ ତଲବ କଲେ ଆୟୋଗ ।

ଜଣେ ଅତି ଗୁରୁତର ରୋଗୀକୁ ସ୍ଥାନାନ୍ତର ବେଳେ କି କି ପଦକ୍ଷେପ ନେଇଥିଲେ, ସେ ସଂପର୍କରେ ହସପିଟାଲ୍ କର୍ତ୍ତୃପକ୍ଷ  ଜବାବ ଦେବା ପାଇଁ ନିର୍ଦେଶ ଦିଆଯାଇଛି ।

   Related Posts