Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||

ଡଷ୍ଟବିନ୍‌ରୁ ଶିଶୁକନ୍ୟା ଉଦ୍ଧାର, ସିଡବ୍ଲୁସିକୁ ହସ୍ତାନ୍ତର…

10/08/2019 at 12:28 PM

କରଞ୍ଜିଆ୧୦|୮:  ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ମାଣିକ ଛକରୁ ଡଷ୍ଟବିନ୍‌ରୁ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟିକୁ ଉଦ୍ଧାର କରିବା ପରେ ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଯେ, ଗତ ୬ ତାରିଖ ସନ୍ଧ୍ୟା ସମୟରେ ସ୍ଥାନୀୟ ଲୋକ କରଞ୍ଜିଆ ମାଣିକ ଛକ ଦେଇ ଯାଉଥିବା ସମୟରେ ଏକ ଡଷ୍ଟବିନ୍‌ରୁ ଶିଶୁଟିର କାନ୍ଦ ଶୁଣିଥିଲେ। ଶିଶୁଟିକୁ ଉଦ୍ଧାର କରିବା ସହ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା କରାଇଥିଲେ। ଆଜି ଶିଶୁଟିକୁ ପୋଲିସକୁ ହସ୍ତାନ୍ତର କରାଯାଇଥିଲା। ପୋଲିସ ଶିଶୁଟିକୁ ନେଇ ସିଡବ୍ଲୁସିକୁ ହସ୍ତାନ୍ତର କରିଛି। ତେବେ ସରକାରଙ୍କ ବେଟି ବଞ୍ଚାଓ,ବେଟି ପଢ଼ାଓ କାର୍ଯ୍ୟକ୍ରମ କେତେ ସଫଳ ତାହା ଏହି ଘଟଣାରୁ ଜଣାପଡ଼ୁଛି ।

   Related Posts