Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଜିଲ୍ଲାପାଳ ସ୍ତରରେ ଅଦଳବଦଳ, ବରିଷ୍ଠ ଓଏଏସ୍ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ

19/10/2021 at 7:30 AM

ଭୁବନେଶ୍ୱର ୧୯।୧୦: ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ ଅଧିକାରୀ ସନତ କୁମାର ମହାନ୍ତିଙ୍କୁ SCERTର ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି । ଆଇଏଏସ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର ।

   Related Posts