Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

IAS & IPS ସ୍ତରରେ ଅଦଳବଦଳ : ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ, ନିକୁଞ୍ଜ ଧଳ ହେଲେ ସ୍ବାସ୍ଥ୍ୟ ସଚିବ

2/01/2020 at 1:16 PM

ଭୁବନେଶ୍ବର ୨।୧: ଆଇଏଏସ୍ ସ୍ତରରେ ଅଦଳବଦଳ । ୬ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ଆଇଏଏସ୍ ଅଧିକାରୀ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ପ୍ରଦୀପ୍ତ ଏବେ କୃଷି ଉତ୍ପାଦନ କମିଶନର ଅଛନ୍ତି | ସେହିଭଳି ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି ନିକୁଞ୍ଜ ଧଳ ।

ସେହିଭଳି ବାଣିଜ୍ୟ ଓ ପରିବହନ ସଚିବ ହୋଇଛନ୍ତି ପ୍ରମୋଦ ମେହେର୍ଦ୍ଦା । ଏହାସହ ପ୍ରମୋଦଙ୍କୁ କୃଷି ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଅରୁଣ ବୋଥ୍ରାଙ୍କୁ ଓଏସଆରଟିସିର ସିଏମଡି ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି ।

ସେହିଭଳି ଯୋଜନା ଓ ସଂଯୋଜନ ବିଭାଗର ଉପ-ସଚିବ ହୋଇଛନ୍ତି ୟେଦୁଲା ବିଜୟ । ରାଉରକେଲା ମ୍ୟୁନିସିପାଲ କର୍ପୋରେସନର କମିଶନର ହୋଇଛନ୍ତି ଦିବ୍ୟଜ୍ୟୋତି ପରିଡା । ଏହାସହ ତାଙ୍କୁ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ ର ସିଇଓ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି ।

   Related Posts