Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଓଏଫ୍‌ଡିସିର ଅଧ୍ୟକ୍ଷ ହେଲେ ପ୍ରଦୀପ୍ତ ମହାପାତ୍ର

16/10/2021 at 9:08 PM

ଭୁବନେଶ୍ୱର, ୧୬/୧୦: ଭାରତୀୟ ପ୍ରଶାସନିକ ଅଧିକାରୀ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇଏଏସ୍‌ ପ୍ରଦୀପ୍ତ ମହାପାତ୍ରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ତାଙ୍କୁ ଓଏଫ୍‌ଡିସିର ଅଧ୍ୟକ୍ଷ କରାଯାଇଛି । ସେହିପରି ଆଇଏଏସ୍‌ ଅଧିକାରୀ ପରାଗ ଗୁପ୍ତାଙ୍କୁ ଅତିରିକ୍ତ ଶାସନ ସଚିବ ଭାବେ ସରକାର ଦାୟିତ୍ୱ ଦେଇଥିବା ବେଳେ ଆଇଏଏସ୍‌ ବିଜୟ ଆରୋରାଙ୍କୁ ଓଏସ୍‌ଡି ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟ ଦାୟିତ୍ୱ ମିଳିଥିବା ଜଣାପଡ଼ିଛି ।

   Related Posts