Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ରତ୍ନଗିରି ରାସ୍ତା ଉପରେ ପଡିଥିବା ଗଛ କାଟି ସଫା କଲେ ଅଗ୍ନିଶମ ବାହିନୀ, ଯାତାୟତ ସ୍ବାଭାବିକ

26/05/2021 at 2:18 PM

ଚଣ୍ଡିଖୋଲ ୨୬।୫: ବାତ୍ୟା ‘ୟାସ୍‌’ର ପ୍ରଭାବ ଯାଜପୁର ଜିଲ୍ଲାରେ ଦେଖାଦେଇଛି । ବର୍ଷା ସାଙ୍ଗକୁ ପବନ ଲାଗି ରହିଛି । ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତ ଅବରୋଧ ହୋଇଥିଲା । କୃଷ୍ଣଦାସପୁର ରତ୍ନଗିରି ରାସ୍ତାର ମଣ୍ଡୁକାଠାରେ ରାସ୍ତା ଉପରେ ପଡିଥିବା ଗଛକୁ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଦ୍ଵାରା କଟା ଯାଇ ରାସ୍ତାକୁ ସ୍ଵାଭାବିକ କରାଯାଇଛି ।

ବାତ୍ୟାକୁ ନେଇ ମଧ୍ୟ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି । ବଡ଼ଚଣା ବ୍ଲକରୁ ୫ ହଜାର ଓ ଧର୍ମଶାଳା ବ୍ଲକରୁ ୧୭ ଶହ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟ ଅସ୍ଥାୟୀ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯଇଛି । ରାସ୍ତା ମଝିରେ କିଛି ଗଛ ଭାଙ୍ଗି ପଡିଥିବାରୁ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚିବା ପରେ ଗଛ କଟାଯାଇ ଯୋଗାଯୋଗ ସ୍ୱାଭାବିକ କରାଯାଉଛି । ମୋଟାମୋଟି ଭାବେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି ।

   Related Posts