Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଗଞ୍ଜାମ ଜିଲ୍ଲାର ସବୁ ଧର୍ମାନୁଷ୍ଠାନରେ କଟକଣା, କେବଳ ପୂଜକ ହିଁ କରିପାରିବେ ପୂଜାର୍ଚ୍ଚନା

21/04/2021 at 4:09 PM

ବ୍ରହ୍ମପୁର ୨୧।୪: ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନମାନଙ୍କରେ ସୀମିତ ପୂଜକଙ୍କୁ ଅନୁମତି ଦିଆଯାଇଛି ।  ପୂଜକମାନେ କେବଳ ପାରମ୍ପରିକ ରୀତିନୀତି ଅନୁଯାୟୀ ସେବା କରିପାରିବେ ।  ଅପ୍ରେଲ ୨୪ଠାରୁ ମେ’ ୧୫ ଯାଏଁ ସାଧାରଣ ଲୋକଙ୍କୁ ଜନଗହଳି ସ୍ଥାନକୁ ଯିବାକୁ ବାରଣ କରାଯାଇଛି । ଧର୍ମୀୟ ଅନୁଷ୍ଠାନ, ପାର୍କ, ସମୁଦ୍ର କୂଳ, ଖେଳ ପଡିଆ, ହ୍ରଦ ଆଦି ସ୍ଥାନକୁ ପ୍ରବେଶ ନିଷେଧ କରାଯାଇଛି । ଟ୍ବିଟ୍ ଯୋଗେ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

   Related Posts