Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||

ପୁରୀରେ ହୋଟେଲ ରହଣି ଉପରେ କଟକଣା, ଏଣିକି ଦେବାକୁ ପଡିବ RTPCR ନେଗେଟିଭ୍ ରିପୋର୍ଟ

6/04/2021 at 10:28 AM

ପୁରୀ ୬।୪: ପୁରୀରେ କରୋନା କଟକଣା କଡାକଡି କରାଯାଇଛି । ଏଣିକି ହୋଟେଲରେ ରହିବାକୁ ହେଲେ ଦେବାକୁ ପଡିବ RTPCR ନେଗେଟିଭ୍ ରିପୋର୍ଟ । ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଏଣିକି ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ହୋଟେଲ ରହଣୀ ପାଇଁ କରୋନା RTPCR ନେଗେଟିଭ୍ ରିପୋର୍ଟ ଆଣିବା ବାଧ୍ୟମୂଳକ । ବିନା ରିପୋର୍ଟରେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ । ଜିଲ୍ଲାପାଳଙ୍କ ସହ ଅନ୍ୟ ଅଧିକାରୀମାନେ ହସ୍ପିଟାଲ ଓ ରେଳ ଷ୍ଟେସନରେ ବୁଲି ସମୀକ୍ଷା କରିଛନ୍ତି ।

   Related Posts