Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ: ଏକକାଳୀନ ୫ଟି ସ୍ଥାନରେ ରେଡ୍‌

9/10/2020 at 11:57 AM

କଟକ୯/୧୦: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ ରମେଶ ଚନ୍ଦ୍ର ଚନ୍ଦ୍ର ଦାସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। କଟକ ଓ ଜଗତସିଂହପୁରରେ ୫ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି। କଟକ ବିଡାନାସୀ ଜ୍ୟୋତିବିହାରସ୍ଥିତ ଦୁଇ ମହଲା ବାସଭବନ, ବିଡାନାସୀ ରୋଡ ନିକଟ ତିନି ମହଲା ଘର, ସିଡିଏସ୍ଥିତ ଦୁଇ ମହଲା ଘର, ଜଗତସିଂହପୁର ଏରସମା ବଜାର ନିକଟ ଦୁଇ ମହଲା ଘରେ ରେଡ୍ ହୋଇଛି‌। ଏହାସହ କଟକ ଝୋଲାସାହି ୟୁ.ପି ସ୍କୁଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରିଛି। ଝୋଲାସାହି ୟୁ.ପି ସ୍କୁଲରେ ପ୍ରଧାନଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି ରମେଶଙ୍କ ପତ୍ନୀ।

   Related Posts