Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ନବରଙ୍ଗପୁରରୁ ଅସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

9/12/2018 at 11:41 AM

ନବରଙ୍ଗପୁର ୯/୧୨ : ନବରଙ୍ଗପୁରରୁ ଅସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି | ନବରଙ୍ଗପୁର ପିଡବ୍ଲୁଡି ବଙ୍ଗଳା ମଧ୍ୟରୁ ମୃତଦେହ ଉଦ୍ଧାର ହୋଇଛି | ମୃତକ ହେଲେ ନବରଙ୍ଗପୁର ସେନାପତି ସାହିର ପ୍ରେମଚାନ୍ଦ ବାଘ | ବଙ୍ଗଳା ମଧ୍ୟରେ ଥିବା ଏକ ଚାଖୁଣ୍ଡା ଗଛରେ ପ୍ରେମଚାନ୍ଦଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ | ତେବେ ସେ କାହିଁକି ଓ କିଭଳି ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କିଏ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ଦେବା ପାଇଁ ଚେଷ୍ଟା କରିଛି ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି | ଘଟଣାସ୍ଥଳରେ ନବରଙ୍ଗପୁର ଟାଉନ ପୋଲିସ ପହଂଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ କରୁଛି | ପ୍ରେମଚାନ୍ଦ ବାଘ ନବରଙ୍ଗପୁରରେ ଏଏସଆଇ ଭାବେ କାମ କରୁଥିଲେ |

   Related Posts