Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ରାଜ୍ୟରେ କରୋନା ସ୍ଥିତି ନେଇ ସମୀକ୍ଷା, ମୁଖ୍ୟ ଶାସନ ସଚିବଙ୍କ ସହ କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଆଲୋଚନା

1/04/2020 at 10:55 AM

ଭୁବନେଶ୍ୱର ୦୧।୦୪: ରାଜ୍ୟରେ କରୋନା ସ୍ଥିତି ନେଇ ସମୀକ୍ଷା । ଓଡିଶା ଲୋକସେବା ଭବନରେ ସମୀକ୍ଷା ବୈଠକ  । ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ସହ କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଆଲୋଚନା । ଭିଡିଓ କନ୍‌ଫରେନ୍ସି ଜରିଆରେ ସମୀକ୍ଷା ବୈଠକ । ଏହି ସମୀକ୍ଷା ବୈଠକରେ ଓଡିଶା ସ୍ୱାସ୍ଥ୍ୟ ସଚିବ,ଗୃହ ସତିବ ଓ ପୋଲିସ ଡିଜି ଉପସ୍ଥତି ହୋଇଛନ୍ତି  ।

ରାଜ୍ୟରେ କରୋନା ସ୍ଥିତି ଓ ଲକ୍‌ଡାଉନ୍‌ର ସମୀକ୍ଷା କରାଯାଉଛି । ଏନେଇ କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଭିଡିଓ କନ୍‌ଫେରନ୍ସି ଜରିଆରେ ସମୀକ୍ଷା ବୈଠକ । ତେବେ ସୂଚନାନୁସାରେ ବୈଠକରେ କିଛି ଦିଗ ଉପରେ ଆଲୋଚନା ହୋଇଛି । ଯେପରି  ଚିକିତ୍ସା ପାଇଁ ବ୍ୟବହୃତ କିଟ୍‌ କିପରି ରାଜ୍ୟକୁ ଅଧିକ ପରିମାଣରେ ଆସପାରିବ ସେନେଇ ଆଲୋଚନା ହୋଇଥିବା ଜଣାପଡିଛି । ସେହିପରି ପ୍ରବାସୀ ଶ୍ରମିକ ଓ ଅତ୍ୟାବଶକୀୟ ସାମଗ୍ରୀର ଦରଦାମ୍‌ ବୃଦ୍ଧି ନେଇ ମଧ୍ୟ ଆଲୋଚନା ହୋଇଥିବା ସୂଚନା ରହିଛି । ତେବେ ରାଜ୍ୟର କରୋନା ସ୍ଥିତି ନେଇ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ।

   Related Posts