Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପିପିଲି ଉପ-ନିର୍ବାଚନ: ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା, ବିଜ୍ଞପ୍ତି ପ୍ରକାଶ କଲା ରାଜସ୍ୱ ବିଭାଗ

28/09/2021 at 5:34 PM

ପିପିଲି, ୨୮/୦୯: ପିପିଲି ଉପନିର୍ବାଚନ ପାଇଁ କାଲିଠାରୁ ପ୍ରଚାର ସରିଛି । ଆସନ୍ତା ୩୦ ତାରିଖ ଅର୍ଥାତ ଗୁରୁବାର ଦିନ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ପିପିଲିରେ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ଛୁଟି ଦିଆଯାଇଛି । ସମସ୍ତ ସରକାରୀ କର୍ମଚାରୀଙ୍କ ସମେତ କୋର୍ଟର କର୍ମଚାରୀ ମଧ୍ୟ ଏହି ଦିନ ଛୁଟି ପାଇବେ । ଏନେଇ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।    

   Related Posts