ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
4/06/2019 at 12:46 PM

କଳାହାଣ୍ଡି ୪|୬: ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଚାଲିଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ବୈଠକ ଚାଲିଛି ।ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଅପରେସନ) ଆର.ପି. କୋଚେଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ ।

ବୈଠକରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ହିମାଂଶୁ ଲାଲ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡା, ରାୟଗଡା ଜିଲ୍ଲାର ପୋଲିସ ଅଧିକାରୀ ସହ ସିଆରପିଏଫ କମାଣ୍ଡାଣ୍ଟ ଉପସ୍ଥିତ ଅଛନ୍ତି ।
Related Posts
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021