Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଲାଞ୍ଚ ନେଇ ଧରାପଡିଲେ ଆରଆଇ, ଜମିପଟ୍ଟା ପାଇଁ ନେଉଥିଲେ ୧୦ ହଜାର ଟଙ୍କା

15/11/2019 at 3:53 PM

କଟକ ୧୫।୧୧: ଲାଞ୍ଚ ନେଇ ଧରାପଡିଲେ ଆରଆଇ । କଟକ ସଦର ବ୍ଲକ୍ ଖଣ୍ଡାଇତ ସର୍କଲ ଆରଆଇ ଜ୍ଞାନ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜମିପଟା ପାଇଁ ସୁଧିର ଚରଣ ଦଳାଇଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ।

   Related Posts