Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ, ୩୩୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଚିରାଗଙ୍କ ହାତରୁ ଖସିଲା କମାଣ୍ଡ୍ : ଚାଚା ପଶୁପତିଙ୍କୁ ଗ୍ରୀନ ସିଗନାଲ୍, LJP ସଂସଦୀୟ ଦଳର ନେତା ହେଲେ ପାରସ
  • ||
  • ସାରା ବିଶ୍ୱର ଚିନ୍ତା ବଢାଇଲା ଡେଲ୍ଟା ଭାରିଆଣ୍ଟ : ବ୍ରିଟେନ ସମେତ ଅନେକ ଦେଶରେ ଫେରିଲା କଟକଣା
  • ||
  • ନକଲି ଔଷଧ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
  • ||
  • କାର୍ଯ୍ୟାଳୟ ନା ସ୍ପା ? ଖଟରେ ଆରାମରେ ଶୋଇଛନ୍ତି ପୋଲିସ ବାବୁ, କଏଦୀ କରୁଛନ୍ତି ମସାଜ୍
  • ||

ସୋରରେ ଲକ୍ଷାଧିକ ଟଙ୍କାର ଧାନ କଳେଇ ଜଳି ପାଉଁଶ

22/01/2019 at 9:18 AM

ବାଲେଶ୍ବର ୨୨/୧: ଗତ ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର  ଧାନ କଳେଇ ବଦାଡି ଜଳି ଯାଇଛି। ସୋର ଥାନା କାନପୁର ଗାଁର ଶୁକଦେବ ମଲିକ ତିନି ଏକର ଜମିରୁ ଧାନ କାଟି ଖଳାରେ ରଖିଥିଲେ।  ଗତକାଲି ବିଳମ୍ବିତ ରାତିରେ ଧାନ କଳେଇ ବଦାଡିରେ ନିଆଁ ଲାଗି ପ୍ରାୟ ଲକ୍ଷାଧିକ ଟଙ୍କାର ଧାନ କଳେଇ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗିବାର କାରଣ ଜଣା ପଡିନି। ଖବର ପାଇ ସୋର ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲା।

   Related Posts