Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||

ଜଙ୍ଗଲରେ ପଡିଛି ମୁଣ୍ଡ ବିହୀନ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଛି !

25/01/2021 at 10:54 AM

ପାଟଣା ୨୫।୦୧ : ଜଙ୍ଗଲରେ ପଡିଛି ମୁଣ୍ଡବିହୀନ ମୃତଦେହ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ସିଲିଦା ଗାଁ ଆକାଶିଆ ଜଙ୍ଗଲରେ ପଡିଛି ମୃତଦେହ । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

ଖବର ଅନୁଯାୟୀ, ତୁରୁମୁଙ୍ଗା ଥାନା ସିଲିଦା ଗାଁରେ ଆକାଶିଆ ଜଙ୍ଗଲରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି । କିଛି ଲୋକ ଜଙ୍ଗଲ ମଧ୍ୟକୁ ଯାଇଥିବା ବେଳେ ମୃତଦହେ ପଡିଥିବାର ଦେଖିବାକୁ ପାଇଥିଲେ । ଏହାପରେ ଖବର ପ୍ରସାରିତ ହେବାରେ ଲାଗିଥିଲା । ତେବେ କେହି ହତ୍ୟା କରି ମୃତଦେହକୁ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । କିନ୍ତ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ । ଉକ୍ତ ଶବଟି ୫/୬ ଦିନ ହେଇଥିବା ଅନୁମାନ କରାଯାଉଛି ।

ଘଟଣାରେ ପୋଲିସ ତଦନ୍ତ କଲେ ଅନେକ ତଥ୍ୟ ଉପରୁ ପରଦା ହଟିପାରେ । କିଏ ଓ କାହିଁକି ଏପରି ହତ୍ୟା କରିଛି ? ମୃତକ ଜଣଙ୍କ ପରିଚୟ କଣ ?

   Related Posts