ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

ଜଗତସିଂହପୁରରେ ଡେଙ୍ଗୁରୁ ମୁକ୍ତି ପାଇବା ପାଇଁ ପୂଜାର୍ଚ୍ଚନା

23/08/2018 at 6:22 AM

ଜଗତସିଂହପୁର ୨୩/୮:ଜଗତସିଂହପୁରରେ ଡେଙ୍ଗୁରୁ ତ୍ରାହି ପାଇବାକୁ ଗାଁ ଲୋକେ ଠାକୁରାଣୀଙ୍କ ଉପରେ ଭରସା ରଖିଛନ୍ତି । ପାରମ୍ପରିକ ପୂଜା ପରେ ଶଙ୍ଖ ହୁଳହୁଳି, ହରିବୋଲ ପକାଇ ଗାଁ ମୁଣ୍ଡରେ ପଣାହାଣ୍ଡି ରଖିଛନ୍ତି । ଏପଟେ ଗାଁର ପଚାଶରୁ ଅଧିକ ଡେଙ୍ଗୁରେ ଆକ୍ରାନ୍ତ ହୋଇ କଟକ, ପାରାଦୀପ, ଜଗତସିଂହପୁର ସହ ବିଭିନ୍ନ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି । ତେବେ ଜିଲା ସହକାରୀ ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଡେଙ୍ଗୁ ନିୟନ୍ତ୍ରଣ ପାଇଁ ସବୁ ପ୍ରକାର ପ୍ରତିକାର ବ୍ୟବସ୍ଥା କରାଯାଇଛି ।

   Related Posts