Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବାୟୁସେନା ଉପମୁଖ୍ୟ ଆରକେଏସ ଭଦୌରିଆ ପରବର୍ତୀ ବାୟୁ ସେନା ମୁଖ୍ୟ ହେବେ

19/09/2019 at 10:50 PM


ନୂଆଦିଲ୍ଲୀ – ଭାରତ ସରକାର ପରବର୍ତୀ ବାୟୁ ସେନା ମୁଖ୍ୟ ଭାବେ ବର୍ତମାନର ବାୟୁସେନା ଉପ ମୁଖ୍ୟ ଏୟାର ମାର୍ଶାଲ ଆରକେଏସ ଭଦୌରିଆ, ପିଭିଏସଏମ, ଏଭିଏସଏମ, ଭିଏମ, ଏଡିସିଙ୍କୁ ନିଯୁକ୍ତି ଦେଇଛନ୍ତି। ତାଙ୍କୁ ବର୍ତମାନର ବାୟୁ ସେନା ମୁଖ୍ୟ ଚିଫ ଏୟାର ମାର୍ଶାଲ ବିଏସ ଧନୋଆ, ପିଭିଏସଏମ, ଏଭିଏସଏମ, ୱାଇଏସଏମ, ଭିଏମଙ୍କ ଅବସର ପରେ ପରବର୍ତୀ ବାୟୁ ସେନା ପ୍ରମୁଖ ଭାବେ ନିଯୁକ୍ତି ଦିଆଯିବାକୁ ନିଷ୍ପତି ନିଆଯାଇଛି। ଏୟାର ଚିଫ ମାର୍ଶାଲ ବିଏସ ଧନୋଆ ସେପ୍ଟେମ୍ବର ୩୦, ୨୦୧୯ରେ ଅବସର ଗ୍ରହଣ କରିବେ।
ଏୟାର ମାର୍ଶାଲ ଆରକେଏସ ଭଦୌରିଆ ଜୁନ ୧୯୮୦ରେ ଭାରତୀୟ ବାୟୁସେନାର ଫାଇଟର ଷ୍ଟ୍ରିମରେ କମିଶନ ହାସଲ କରିଥିଲେ। ସେ ବିଭିନ୍ନ କମାଣ, ଷ୍ଟାଫ ଏବଂ ଇନଷ୍ଟ୍ରକ୍ସସନାଲ ପଦପଦବୀରେ କାର୍ଯ୍ୟ କରିଛନ୍ତି। ଏୟାର ମାର୍ଶାଲ ଭଦୌରିଆ ପିଭିଏସଏମ, ଏଭିଏସଏମ, ଭିଏମ ଅଟନ୍ତି ଏବଂ ସେ ସର୍ବୋଚ୍ଚ କମାଣ୍ଡରର ଏଡିସି ମାନଙ୍କ ମଧ୍ୟରୁ ଜଣେ।

   Related Posts