Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

RLD ପ୍ରଦେଶ ମହାସଚିବ ରମେନ୍ଦ୍ର ସିଂଙ୍କ କରୋନାରେ ଦେହାନ୍ତ, ଚାଲିଥିଲା ଚିକିତ୍ସା

25/05/2021 at 11:37 AM

ଆଗ୍ରା ୨୫/୫: ରାଷ୍ଟ୍ରୀୟ ଲୋକ ଦଳ (RLD)କୁ ବଡ ଝଟକା । ରାଜ୍ୟ ସାଧାରଣ ସମ୍ପାଦକ ରମେନ୍ଦ୍ର ସିଂ ପରମାରଙ୍କ କରୋନାରେ ପରଲୋକେ ହୋଇଛି । ଗତ କିଛିଦିନ ତଳେ ରମେନ୍ଦ୍ର ସିଂ କରୋନାରେ ସଂକ୍ରମିତ ହୋଇଥିଲେ । ସେ ସୈଫେଇର ମେଡିକାଲ କଲେଜରେ ଚିକିତ୍ସିତ ହେଉଥିଲେ । ରମେନ୍ଦ୍ର ଜଗନର୍ ବ୍ଲକର କାନସାପୁରାର ମୂଳ ବାସିନ୍ଦା ଥିଲେ । ସୂଚନା ଥାଉକି, ସେ ୨୦୦୨ ରେ ସମାନତା ପାର୍ଟିର ଟିକେଟ୍ ଏବଂ ୨୦୧୭ ରେ RLD ଟିକେଟ୍ ରେ ଖେରାଗଡରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ରମେନ୍ଦ୍ର ସିଂଙ୍କ ପିତା ରାଜେନ୍ଦ୍ର ସିଂ ଜଗନର ବ୍ଲକ ମୁଖ୍ୟ ଥିଲେ । ରମେନ୍ଦ୍ର ସିଂଙ୍କ ମୃତ୍ୟୁ ପରେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଶୋକର ଲହରୀ ଖେଳିଯାଇଛି ।

   Related Posts