Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

କାମାକ୍ଷାନଗରରେ ମର୍ମନ୍ତୁଦ ସଡ଼କ ଦିର୍ଘଟଣାରେ ୨ ମୃତ

23/09/2018 at 3:11 AM

କାମାକ୍ଷାନଗରରେ କାର୍-ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ । ସେମାନେ ହେଲେ ତୁମୁସିଙ୍ଗା ଥାନା ଅନ୍ତର୍ଗତ ଅଁଳାବରେଣୀ ଗାଁର ସିଦ୍ଧାନ୍ତ ପ୍ରଧାନ ଓ କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ପଳାଶଡାଙ୍ଗି ଗାଁର ସୁଶାନ୍ତ ପ୍ରଧାନ । ଭାଲୁମୁଣ୍ଡା ଛକ ନିଟଟରେ ଏମାନଙ୍କ ବାଇକକୁ ଏକ କାର୍ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ । ପୋଲିସ୍ ଯାଇ ସେମାନଙ୍କୁ ବୁଝାଶୁଝା କରାଇଛି ।

   Related Posts