Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ, ପୁରସ୍କୃତ ହେବେ ଶ୍ରେଷ୍ଠ-୧୪ ପ୍ରତିଭାଦୀପ୍ତ ମହିଳା
  • ||
  • ଆଜି ସନ୍ଧ୍ୟାରେ ନ୍ୟୁଜ୍ ସେଭେନ୍ ସର୍ଟଫିଲ୍ମ କଣ୍ଟେଷ୍ଟ୍ ‘ସୋ-କେଶ୍ ୨୦୨୦’ର ପୁରସ୍କାର ବିତରଣୀ, ୧୨ଟି ବର୍ଗରେ ରହିଛି ପୁରସ୍କାର
  • ||
  • ଇଂଲଣ୍ଡ ବ୍ୟାଟିଂରେ ଭନ୍ ନିରାଶ, କହିଲେ- ‘ପିଚ୍ ଭଲ ଥିଲା କିନ୍ତୁ ଖେଳି ପାରିଲେ ନାହିଁ’
  • ||
  • ସୁନ୍ଦରଗଡ଼ : ନଦୀ ପଠାରେ ପଡିଛି ଶରୀରର ବିଭିନ୍ନ କଟା ଅଂଶ, ହତ୍ୟା ପରେ ଫିଙ୍ଗାଯାଇଛି !
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||

ବାଙ୍କି କଳାପଥର ଛକଠାରେ ବାଇକ୍ କୁ ପିଟିଲା ଟ୍ରକ;ମହିଳା ମୃତ

5/06/2018 at 5:18 AM

ବାଙ୍କି କଳାପଥର ଛକଠାରେ ବାଇକ୍ କୁ ପିଟିଲା ଟ୍ରକ । ବାଇକ ପଛରେ ବସିଥିବା ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ହେଲେ ଦୀପ। ପ୍ରଧାନ । ସ୍ଥାନୀୟ ଅଂଚଳର ବୋଲି ଜଣାପଡିଛି । ସେ ତାଙ୍କ ସ୍ୱାମୀ ସହିତ ସକାଳ ସମୟରେ ବନ୍ଧୁ ଘରକୁ ଯାଉଥିବା ବେଳେ କଳାପଥର ଠାରେ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବୈଦେଶ୍ୱର ପୋଲିସ ପଂହଁଚି ଟ୍ରକକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Leave a Reply

   Related Posts