Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୦ମୃତ, ୨୦ରୁ ଅଧିକ ଆହତ

18/11/2019 at 8:51 AM

ରାଜସ୍ଥାନ ୧୮।୧୧: ରାଜସ୍ଥାନର ବିକାନେର ଜିଲ୍ଲା ଶ୍ରୀଡେଙ୍ଗୁରଗଡ ନିକଟ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଶ୍ରୀଡେଙ୍ଗୁରଗଡ ଜାତୀୟ ରାଜପଥର ଯୋଧାସର ଏବଂ ସେରୁଣା ଗାଁ ମଧ୍ୟ ଭାଗରେ ସାମ୍ନାପଟୁ ଆସୁଥିବା ଏକ ଟ୍ରକ ସହିତ ବସଟି ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ବସ୍ ରେ ନିଆଁ ମଧ୍ୟ ଲାଗିଯାଇଥିଲା , ଯାହାଫଳରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଜଣ ଆହତ ଥିବା ଜଣାପଡିଛି । ଖବର ପାଇ ପ୍ରଶାସନ ଏବଂ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ଵରାନ୍ବିତ କରିଥିଲେ । ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts