Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

କାଞ୍ଜିପାଣି ଘାଟିରେ ପୁଣି ଦୁର୍ଘଟଣା: ବାହାଘର ସାମଗ୍ରୀ ଆଣିବା ବେଳେ ଓଲଟିଲା ସବାରୀ, ୬ ଆହତ, ଜଣେ ଗୁରୁତର

28/02/2021 at 8:28 PM

ତେଲକୋଇ ୨୮।୦୨: କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ପୁଣି ଦୁର୍ଘଟଣା। ଭାରସ୍ୟାମ ହରାଇ ଓଲଟିଲା ସବାରୀ  ଗାଡି। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହାତ ହେବା ସହ ଜଣେ  ଗୁରୁତର ଭାବେ ଆହତ ହୋଇଛନ୍ତି। ଗାଡିଟି ଝିଅ ବାହାଘର ସାମଗ୍ରୀ ନେଇ ଆଣୁଥିଲା।

ସୂଚନା ଅନୁଯାୟୀ, ବାଂଶପାଳ ବ୍ଲକ ଅଁରା ଗାଁରୁ ତେଲକୋଇ ଥାନା ଅନ୍ତର୍ଗତ ବାଲିସାହିକୁ ଝିଅ ବାହାଘର ଜିନିଷ ନେଇ ଆସୁଥିବା ବେଳେ କାଞ୍ଜିପାଣି ଘାଟିର ମହାଦେବ ଘାଟି ନିକଟରେ ଭାରସ୍ୟାମ ହରାଇ ସଭାରୀ ଗାଡିଟି ରାସ୍ତା କଡକୁ ଓଲଟି ପଡିଥିଲା ଫଳରେ  ୬ ଜଣ ଆହାତ ହୋଇଥିଲେ ଏବଂ ଜଣେ ୪ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

କାଞ୍ଜିପାଣି ଘାଟି କୋଟି କୋଟି ଟଙ୍କା ବ୍ୟୟଅଟକଳରେ ତିଆରି ହୋଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ସୁରକ୍ଷା ବାଡ ନଥିବାରୁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଥିବା ଜଣା ପଡିଛି । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି।

   Related Posts