Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଦୁଇଟି କାର ମଧ୍ୟରେ ମୁହାଁମୁହିଁ ଧକ୍କା; ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ

22/06/2019 at 6:46 PM

ଢେଙ୍କାନାଳ୨୨|୬: ଢେଙ୍କାନାଳ ପୁରୁଣା କଟକ-ସମ୍ବଲପୁର ରାସ୍ତାରେ ଦୁର୍ଘଟଣା ଘଟିଛି । ଦୁଇଟି କାର ମୁହାମୁହିଁ ଧକ୍କା ହୋଇଛି । ଫଳରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି । ମୃତ ଦମ୍ପତ୍ତି ଭୁବନେଶ୍ବର ପାତ୍ରପଡା ଅଂଚଳର ବୋଲି ଜଣାପଡିଛି । ମୃତକ ହେଲେ  ପ୍ରତାପ ପଟ୍ଟନାୟକ ଏବଂ ଲୀଳାବତୀ ପଟ୍ଟନାୟକ ।

   Related Posts