Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଶବଦାହ କରିବାକୁ ଯିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା , ୧୭ ମୃତ,୫ ଗୁରୁତର

28/11/2021 at 10:05 AM

କୋଲକାତା ୨୮।୧୧ : ପଶ୍ଚମବଙ୍ଗଳାର ନଦିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଶବଦାହ କରିବାକୁ ଯାଇ ନିଜେ ପାଲଟି ଗଲେ ଶବ। ମୃତଦେହ ନେଇ ଶ୍ମଶାନ ଆଡକୁ ଯିବାବେଳେ ଘଟିଲା ଏହି ସଡକ ଦୁର୍ଘଟଣା। ଟ୍ରକ୍‌କୁ ପଛରୁ ପିଟିଲା ମିନି ଭ୍ୟାନ୍‌। ଫଳରେ ଘଟଣାସ୍ଥଳରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି। ୫ ଜଣ ଗୁରୁତର ହୋଇଛନ୍ତି।

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ନଦିଆ ଜିଲ୍ଲାର ହଂସଖାଲି ଫୁଲବାଡିରେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତି ଗତିରେ ଆସୁଥିବା ମିନି ଭ୍ୟାନ୍‌ଟି ରାସ୍ତକାଡରେ ଠିଆ ହୋଇଥିବା ଏକ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ବର୍ତ୍ତମାନ ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଫଳରେ ଏଥିରେ ମୋଟ ୨୦ ଜଣ ଲୋକ ଥିଲେ। ସ୍ଥାନୀୟ ପୋଲିସ୍‌ଙ୍କ କହିବା ଅନୁଯାୟୀ, ଘନ କୁହୁଡି ଏବଂ ଗାଡିଟିର ଦ୍ରୁତ ଗତି ଯୋଗୁଁ ଏହି ଦୁର୍ଘଟଣା ହୋଇଛି। ଘଟଣାକୁ କେନ୍ଦ୍ର କରି ନଦିଆ ଥାନା ପୋଲିସ୍‌ ଏହାର ତଦନ୍ତ ଜାରି ରଖିଛି।

   Related Posts