Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ, ଅନ୍ୟ ଜଣେ ଗୁରୁତର

30/05/2018 at 6:07 AM

ସୁବର୍ଣ୍ଣପୁର ଜିଲ୍ଲା କେଉଟିପାଲି ଠାରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ, ଅନ୍ୟ ଜଣେ ଗୁରୁତର । ମୃତକ ଜଣକ ହଲେ ମାଟିକୋଡ ଗାଁର ଆଶିଷ ପ୍ରଧାନ ଏବଂ ଗୁରୁତର ଜଣକ ହଲେ ଅର୍ଜୁନପୁର ଗାଁର ଶିଧାର୍ଥ ଦେହୁରୀ । ମିଳିଥିବା ସୂଚନା ଅନୁସାରେ ଆଜି ଭୋରରୁ ଏକ ଅଜଣା ଗାଡି ଦୂର୍ଘଟଣା ଘଟାଇ ଫେରାର ହୋଇଯାଇଛି । ଗୁରୁତର ଅବସ୍ଥାରେ ଆଶିଷ ଏବଂ ଶିଧାର୍ଥଙ୍କୁ ସୋନପୁର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ତବେ ବାଟରେ ହିଁ ଆଶିଷ ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ବଳେ ଶିଧାର୍ଥଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ବୁର୍ଲ। ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Leave a Reply

   Related Posts