Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଅଜଣା ଗାଡି ଧକ୍କାରେ ମୃତ୍ୟୁକୁ ନେଇ ଉତ୍ତେଜନା, ଢେଙ୍କାନାଳ- ଷଢଙ୍ଗି ପିଙ୍ଗୁଆ ରାସ୍ତାର ଅଠେଇଶିମାଇଲିଠାରେ ରାସ୍ତା ଅବରୋଧ

15/07/2019 at 12:28 PM

ଢେଙ୍କାନାଳ ୧୫|୭: ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ବ୍ଳକର ଷଢଙ୍ଗି ପିଙ୍ଗୁଆ ରାସ୍ତାର ଅଠେଇଶିମାଇଲି ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ସ୍ଥାନୀୟ ପିଙ୍ଗୁଆ ବ୍ରାହ୍ମଣସାହିର ଅକ୍ଷୟ ସାହୁ ବୋଲି ଜଣାପଡିଚି ।

ସେ ଚାଲି ଚାଲି ଯାଉଥିବା ବଳେ କୌଣସି ଗାଡି ତାଙ୍କୁ ଧକ୍କା ଦେଇ ପଳାଇଥିବା ଜଣାପଡିଛି । ଘଟଣାସ୍ଥଳରେ ହିଁ ତାଙ୍କର ମତ୍ୟୁ ଘଟିଛି । ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ଦୁର୍ଘଟଣାସ୍ଥଳରେ ଷଢଙ୍ଗି ପିଙ୍ଗୁଆ ରାସ୍ତାକୁ ଅବରୋଧ କରି ମୃତକ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି । ଫଳରେ ଏହି ରାସ୍ତା ଦେଇ ଯାତାୟାତ ବାଧାପ୍ରାପ୍ତ ହୋଇଛି । 

   Related Posts