Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : ଶିକାରୀ ଆଡ୍ଡାରେ ବନବିଭାଗର ଅତର୍କିତ ଚଢାଉ, ୪ ଗିରଫ
  • ||
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||

ଇଏସ୍ଆ‌ଇ ହସ୍‌ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ; ମୃତଦେହ ରଖି ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ

13/12/2018 at 10:09 AM

ଭୁବନେଶ୍ବର ୧୩|୧୨: ଭୁବନେଶ୍ବର ଇଏସଆଇ ହସପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଗତକାଲି ଶ୍ବାସରୋଗରେ ଆକ୍ରାନ୍ତ ଥିବା ସାଲିଆ ସାହିର ଅହଲ୍ୟା ଭଞ୍ଜ ଆଡମିଟ୍ ହୋଇଥିଲେ । ତେବେ ବିଳମ୍ବରେ ଡାକ୍ତର ଆସିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପ୍ରତିବାଦରେ ମୃତଦେହ ରଖି ମେ ଫେୟାରରୁ ଜୟଦେବ ବିହାର ରାସ୍ତା ଅବରୋଧ କରିଛନ୍ତି ।

   Related Posts