Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଦୁର୍ଘଟଣା ପାଇଁ ରାସ୍ତା ଅବରୋଧ

30/06/2018 at 5:27 AM

ଦୁର୍ଘଟଣା ପାଇଁ ରାସ୍ତା ଅବରୋଧ । ଗଜପତି ଜିଲ୍ଲା ମୋହନା ରାମଗିରିରେ ରାସ୍ତା ଅବରୋଧ । ଗତକାଲି ସନ୍ଧ୍ୟାରେ ଟ୍ରାକ୍ଟର ଧକ୍କାରେ ପ୍ରଶାନ୍ତ ବେହେରା ନାମକ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିଲା । ତେବେ ଉକ୍ତ ଘଟଣାକୁ ନେଇ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବାରୁ ବନ୍ଦପାଳନ କରୁଛନ୍ତି ସ୍ଥାନୀୟ ଲୋକ । ଉତ୍ତ୍ୟାକ୍ତ ଲୋକ ମୃତକଙ୍କ ପରିବାରକୁ କ୍ଷତି ପୂରଣ ସହିତ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି । ତେବେ ରାସ୍ତା ରୋକ ପାଇଁ ରାମଗିରି- ପାରଳାଖେମୁଣ୍ଡି ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଉଭୟ ପାଶ୍ବରେ ଗାଡ଼ି ଗୁଡ଼ିକ ଅଟକି ରହିଛି .

   Related Posts