Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପାଣି ପାଇଁ ଗରା ବାଲ୍‌ଟି ଧରି ରାସ୍ତା ଅବରୋଧ କଲେ ଲୋକେ

7/07/2019 at 5:40 PM

ନୀଳଗିରି ୭|୭: ବାଲେଶ୍ବର ଜିଲ୍ଲା ନୀଳଗିରି ମିତ୍ରପୁର ରାସ୍ତା ଧୋବସିଳା ଛକଠାରେ ପାଣି ପାଇଁ ରାସ୍ତା ଅବରୋଧ ହୋଇଛି । ସୂଚନା ଅନୁଯାୟୀ ସ୍ଥାନୀୟ ଅଞ୍ଚଳରେ ପାନୀୟଜଳ ସଂକଟ ନେଇ ଅସୁବିଧା ଉପୁଜିଥିବାବେଳେ ସମାଧାନ ହେଉନଥିବାରୁ ଆଜି ଗରା ବାଲଟି ରଖି ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ । ତେବେ ସଙ୍ଗେ ସଙ୍ଗେ ନୀଳଗିରି ଥାନା ଆଇଆଇସି ରାସ୍ତାଅବରୋଧ ସ୍ଥଳରେ ପହଂଚି ବୁଝାସୁଝା କରିବା ସହ ସମସ୍ୟାର ସମାଧାନ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା।

   Related Posts