Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ରାସ୍ତାରେ ଟ୍ରାକ୍ଟର ବୋଝେଇ ଧାନ ରଖି ଅବରୋଧ, ଯାତାୟତ ବାଧାପ୍ରାପ୍ତ

25/01/2021 at 9:41 AM

କଳାହାଣ୍ଡି ୨୫।୦୧ : ରାସ୍ତାରେ ଧାନ ରଖି ଚାଷୀଙ୍କ ରାସ୍ତା ଅବରୋଧ । କଳାହାଣ୍ଡି ଜିଲ୍ଲା କଲମପୁର-ମୁଖିଗୁଡ଼ାରେ ରାସ୍ତାରେ ଅବରୋଧ କରିଛନ୍ତି ଚାଷୀ । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

କଳାହାଣ୍ଡି ଜିଲ୍ଲା ପଣ୍ଡି ଗାଁ ମଣ୍ଡିରେ ୨୨ହଜାର କ୍ୱିଣ୍ଟାଲ୍‌ରୁ ଅଧିକ ଧାନ ବିକ୍ରି ପାଇଁ ପଡିରହିଛି । କିନ୍ତୁ କ୍ରୟ ଟାର୍ଗେଟ ଶେଷ ହୋଇଯାଇଥିବା କହି ଆଉ ଧାନ କ୍ରୟ କରାଯାଉନାହିଁ । ଯାହାର ସୂଚନା ପାଇଁ ଚାଷୀଙ୍କ ପକ୍ଷରୁ ପ୍ରତିବାଦ କରାଯାଉଛି । ଟ୍ରାକ୍ଟର ବୋଝେଇ ଧାନ ରଖି ରାସ୍ତା ଅବରୋଧ ଜାରି ରଖିଛନ୍ତି ।

ଏହି ମଣ୍ଡିରେ ୪୪ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ  ନିର୍ଦ୍ଦେଶ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ହଜାର କୁଇଣ୍ଟାଲ ଧାନ ଉଠାଣ ହୋଇଛି। ଗତ ୧ ତାରିଖ ଠାରୁ ମିଲର ଧାନ ଉଠାଣ ବନ୍ଦ ରଖିଛନ୍ତି। ମଣ୍ଡିରେ ଆଉ ୨୨ ହଜାର କୁଇଣ୍ଟାଲ ଧାନ ରେ ମଣ୍ଡିରେ ପଡ଼ିରହିଛି।

ଏନେଇ  ଚାଷୀ ସ୍ଥାନୀୟ ବିଡ଼ିଓ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସମାଧାନ ନହେବାରୁ ଆଜି ସକାଳୁ ଚାଷୀ କଲମପୁର ମୁଖୀଗୁଡା ରାସ୍ତା ଅବରୋଧ କରିଛନ୍ତି।

   Related Posts