ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ଶିକ୍ଷକ ଅଭାବକୁ ନେଇ ପ୍ରତିବାଦରେ ରାସ୍ତାରୋକ

19/09/2018 at 12:04 PM

କନ୍ଧମାଳ ୧୯/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ପରାମପାଙ୍ଗା ହାଇସ୍କୁଲରେ ଶିକ୍ଷକ ଅଭାବ ଯୋଗୁ ପ୍ରତିବାଦ କରିଛନ୍ତି ପଞ୍ଚାୟତବାସୀ | ପ୍ରତିବାଦରେ ପଞ୍ଚାୟତବାସୀ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି | ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି | ବ୍ରହ୍ମପୁର ରାୟପୁର ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି |

   Related Posts