Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଚାଲି ଚାଲି ଯାଉଥିଲେ ମହିଳା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ

17/11/2020 at 1:33 PM

ଚଣ୍ଡିଖୋଲ ୧୭।୧୧:  ଅଜଣା ଗାଡିରେ ଧକ୍କାରେ ମହିଳାଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ଡୁବୁରୀ ଦେଇ ଯାଇଥିବା ୫୩ନମ୍ବର ଜାତୀୟ ରାଜପଥ ତାରିଣୀ ଛକ ନିକଟରେ ସଡ଼ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ବାସନ୍ତୀ ପାଢୀ ବୋଲି ଜଣାପଡିଛି । ତାଙ୍କ ଘର ରାମଚନ୍ଦ୍ରପୁର ଅଞ୍ଚଳର ବୋଲି ସୂଚନା ରହିଛି ।

ଖବର ଅନୁଯାୟୀ, ଆଜି ସକାଳ ସମୟରେ ମହିଳା ଜଣଙ୍କ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ କି ମହିଳାଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ମୃତକ ରାମଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି । ସେପଟେ ପୋଲିସ ଘଟଣାର ଛାନଭିନ୍‌ ଜାରି ରଖିଛି ।

   Related Posts