Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର

24/10/2020 at 8:07 AM

ଖୋର୍ଦ୍ଧା ୨୪।୧୦: ଖୋର୍ଦ୍ଧା ଜିଲ୍ଲା ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ପ୍ରଥମେ ମାଲବାହୀ ଟ୍ରକ୍ ଏକ ହାଇୱାକୁ  ଧକ୍କା ଦେଇଥିଲା । ପରେ ହାଇୱାଟି ବୋଲେରୋକୁ ଧକ୍କା ଦେଇଥିଲା । ମାଲବାହୀ ଟ୍ରକର ଦୁଇ ଜଣ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଜାଆଁଳା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି ।

   Related Posts