Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ସ୍କୁଟିକୁ ଧକ୍କାଦେଲା ବସ୍, ଘଟଣାସ୍ଥଳରେ ଆରୋହୀ ମୃତ

18/09/2020 at 11:37 AM

ପାଟଣା ୧୮।୦୯: କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଖିରେଇଟାଙ୍ଗିରି ଶାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି ।  ମୃତକ ଘଟଗାଁ ଥାନା ଡଳଙ୍ଗପାଣି ଗାଁର ଧରୀଣୀଧର ନାଏକ ବୋଲି ଜଣାପଡିଛି ।

ମିଳିଥିବା ସୂଚନାନୁସାରେ,  ଡଲଫିନ୍‌ ନାମକ ଏକ ଘରୋଇ ବସ୍‌ କେନ୍ଦୁଝରରୁ କଲିକତା ଅଭିମୁଖେ ଯାଉଥିଲା ।  କିନ୍ତୁ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା ବସ୍ । ଯାହାଫଳରେ କି ସ୍କୁଟି ଆରୋହୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣାର ଖବର ପାଇଁ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଛି । ସେପଟେ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଯାଇଛି ।

   Related Posts