Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ, ଅଳ୍ପକେ ବର୍ତ୍ତିଲେ ୭ବନ କର୍ମଚାରୀ

4/11/2020 at 10:10 AM

ତେଲକୋଇ ୦୪।୧୧: ବନବିଭାଗ ଗାଡି ଦୁର୍ଘଟଣାଗ୍ରସ୍ତ । କେନ୍ଦୁଝର ଜିଲ୍ଲା ତେଲକୋଇ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୭ବନ କର୍ମଚାରୀ ।

ଖବର ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ହାତୀ ଉପଦ୍ରବ ଲାଗିରହିଛି ।  ବନବିଭାଗ ପକ୍ଷରୁ ହାତୀ ଘଉଡାଉବାକୁ ଯାଇଥିବା ବେଳେ ଅଘଟଣ ଘଟିଛି । ହାତୀ ଘଉଡାଇ ଫେରୁଥିବା ବେଳେ ଭାରସାମ୍ୟ ହରାଇ  ରାସ୍ତା କଡ ଗଛରେ ପିଟିହେଲା ଏହି ବୋଲେରୋ ଗାଡ଼ି। ତେବେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି  ୭ ବନ କର୍ମଚାରୀ ।

   Related Posts