Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବାଇକ ଉପରକୁ ମାଡ଼ିଗଲା ଟ୍ରାକ୍ଟର , ୩ ମୃତ୍ୟୁ

7/03/2019 at 8:59 PM

 ଉଦଳା |: ଘରକୁ ଫେରୁଥିବା ବଳେ ରାସ୍ତାରେ ବାଇକ୍ ଆରୋହୀଙ୍କୁ ଧକ୍କା ଦେବା ସହିତ ମାଡିଗଲା ଟ୍ରାକ୍ଟର ଫଳରେ ଜଣଙ୍କର ମୃତ୍ୟୁ ହୋଇଛି ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବଳେ ଗୁରୁତର ଅନ୍ୟ ଜଣକଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଛି ଏଭଲି ଘଟଣା ଘଟିଛି କପ୍ତିପଦା ଥାନା ସୋଲଗଡିଆ ଛକ ନିକଟରେ  

 ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋଲଗଡିଆ ଗ୍ରାମ ବହେରା ସାହି ଛକ ନିକଟରେ ବାଇକ୍ ଆରୋହୀଙ୍କ ଉପରେ ଟ୍ରାକ୍ଟର ମାଡିଯିବା ଫଳରେ ତିନି ଜଣଙ୍କର ମୃତ୍ୟୁ ହୋଇଛି କପ୍ତିପଦାରୁ କାମସାରି ପରାଶିବାଡି ଗ୍ରାମର ତିନି ଜଣ ଯୁବକ ଏକ ବାଇକରେ ବସି ଘରକୁ ଫେରୁଥିବାବେଳେ ସୋଲଗଡିଆ ଛକ ନିକଟରେ ଏକ ଟ୍ରାକ୍ଟର ତାଙ୍କୁ ପଛପଟୁ ଧକ୍କା ଦେଇଥିଲା ପରେ ଟ୍ରାକ୍ଟରଟି ସେମାନଙ୍କ ଉପରେ ମାଡି ଯାଇଥିଲା ଯାହାଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବଳେ ଗୁରୁତର ଜଣେ ଯୁବକକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତି କରିଥିଲେ   ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ

ମୃତକ ତିନି ଜଣ ହଲେ ପରାଶିବାଡି ଗ୍ରାମର ଭଜହରି ପଧୁରିଆ, ରାଜୁ ସିମନାକିଆ ଏବଂ ରାଜେନ୍ଦ୍ର ବିଶ୍ବାଳ ତବେ ଘଟଣା ଘଟାଇବା ପରେ ଟ୍ରାକ୍ଟର ଚାଳକ ଜଣକ ଟ୍ରାକ୍ଟର ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଖବର ପାଇ କପ୍ତିପଦା ପୋଲିସ୍ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି  

   Related Posts