Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ବାଇକ୍‌କୁ ଧକ୍କା ଦେଲା ନମ୍ବର ବିହୀନ କାର, ୪ ଗୁରୁତର

10/10/2020 at 9:49 PM

ଅନୁଗୁଳ ୧୦।୧୦: ଅନୁଗୁଳ ଜିଲ୍ଲା ତାଳଚେର ଚାଳଗଡ଼ ଗ୍ରାମ ନିକଟରେ ଅଜଣା ଗାଡି ଧକ୍କାରେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଦୁଇ ଜଣଙ୍କ ଅବସ୍ଥା ଅତି ଗୁରୁତର ଥିବା ଜଣା ପଡିଛି। ତାଳଚେର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ ୨ଟି ବାଇକରେ ୪ ଜଣ ତାଳଚେର ଏଫ.ସି.ଆଇ ରୋଡ଼ରେ ଯାଉଥିବା ବେଳେ ଏକ ନମ୍ବର ବିହୀନ କାର ଧକ୍କା ଦେଇଥିଲା। ଫଳରେ ରାସ୍ତା ଉପରେ ସମସ୍ତେ ଛିଟିକି ପଡ଼ିଥିଲେ। ତୁରନ୍ତ ସ୍ଥାନୀୟ ଲୋକ ଆଉ  କିଛି ସ୍ଵେଚ୍ଛାସେବୀଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ମେଡିକାଲକୁ ପଠାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଅନୁଗୁଳ ମେଡିକାଲ ଆଉ ୨ ଜଣ ଆହତଙ୍କୁ ତାଳଚେର ସଦର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୨ ଜଣକ ଅବସ୍ଥା  ଅତି ଗୁରୁତର ରହିଛି। କିନ୍ତୁ ସେମାନଙ୍କର ପରିଚୟ ମିଳିପାରି ନାହିଁ। କଲିୟାରୀ ଏବଂ ତାଳଚେର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts