Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

୩୨ ତମ ସଡ଼କ ସୁରକ୍ଷା ସପ୍ତାହ, ଚଣ୍ଡିଖୋଲ ଛକରୁ ଗଡିଲା ସଚେତନତା ରଥ

18/01/2021 at 2:05 PM

ଚଣ୍ଡିଖୋଲ ୧୮।୦୧ : ଆଜିଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ସପ୍ତାହ । ଆଜିଠାରୁ ଆରମ୍ଭ ହୋଇ ଫେବ୍ରୁଆରୀ ୧୭ ତାରିଖ ଯାଏ ଚାଲିବ । ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଛି।

୩୨ ତମ ସଡ଼କ ସୁରକ୍ଷା ସପ୍ତାହ ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କେନ୍ଦ୍ର ପରିସରରେ ଉଦଘାଟିତ ହୋଇଛି। ଯାଜପୁର କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର ଉଦଘାଟନ କରିଥିଲେ । ଏହି ଅବସରରେ RTO, ଅଗ୍ନିଶମ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିଥିଲେ . ସଡ଼କ ସୁରକ୍ଷା ନେଇ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି । ସଡ଼କ ସୁରକ୍ଷା  ସଚେତନତା ରଥ ଚଣ୍ଡିଖୋଲ ଛକ ପରିକ୍ରମା କରିଥିଲା

   Related Posts