Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ବର୍ଷାରେ ଲୋକଙ୍କ ଘରେ ପଶୁଛି ପାଣି ; ପ୍ରତିବାଦରେ ପଟ୍ଟାମୁଣ୍ଡାଇରେ ରାସ୍ତା ଅବରୋଧ

8/09/2018 at 9:39 AM

କେନ୍ଦ୍ରାପଡା ୮|୯: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଜାର ମୁଖ୍ୟରାସ୍ତା ଅବରେ।ଧ କରିଛନ୍ତି ସ୍ଥାନୀୟ ଲେ।କେ । ଟିକିଏ ବର୍ଷା ହେଲେ ଲୋକଙ୍କ ଘରେ ପଶୁଛି ପାଣି । ଫଳରେ ନାହିଁ ନଥିବା ଅସୁବିଧା ଭେ।ଗୁଛନ୍ତି ସ୍ଥାନୀୟଲୋକେ । ଏନେଇ କୌଣସି ପଦକ୍ଷେପ ଗ୍ରହଣ କରୁନି ଏନଏସି । ଯାହାକୁ ନେଇ ବର୍ତ୍ତମାନ ତେଜିଛନ୍ତି ସ୍ଥାନୀୟ ଲେ।କେ । ସମସ୍ୟାର ସମାଧାନ ଦାବିରେ ସ୍ତାନୀୟଲୋକଙ୍କ ପକ୍ଷରୁ ଟାୟାର ଜାଳି ରାସ୍ତା ଉପରେ ବସି ରାସ୍ତା ଅବରେ।ଧ କରିଛନ୍ତି । ଫଳରେ ରାଜନଗର-ଚାନ୍ଦବ।ଲିକୁ ଯାତାୟତ ବାଧାପ୍ରାପ୍ତ ହେ।ଇଛି । ରାସ୍ତାରେ ଅଟକି ରହିଛି ଗାଡି ମଟର ।

   Related Posts